Piligrim Bus Overturned

ଯାଜପୁର: ଭାରସାମ୍ୟ ହରାଇ ଓଲଟିଲା ତୀର୍ଥଯାତ୍ରୀ ବସ୍ । ବସରେ ଥିବା ୮୦ ଯାତ୍ରୀଙ୍କ ମଧ୍ୟରୁ ଅନେକ ଆହତ ହୋଇଛନ୍ତି । ଘଟଣାସ୍ଥଳରେ ପାଣିକୋଇଲି ପୋଲିସ ପହଞ୍ଚି...