Principal Arrested for Dangling Child Upside Down

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶ ମିର୍ଜାପୁର ଜିଲ୍ଲାର ଏକ ବେସରକାରୀ ବିଦ୍ୟାଳୟର ପ୍ରଧାନଶିକ୍ଷକ ଜଣେ ଛାତ୍ରକୁ ଓଲଟା କରି ଦଣ୍ଡ ଦେବାରୁ ଉତ୍ତରପ୍ରଦେଶ ପୋଲିସ ତାଙ୍କୁ ଗିରଫ କରିଛି ...