Puri Bus Stand

ପୁରୀ: ପୁରୀ ବସଷ୍ଟାଣ୍ଡରେ ଭୟାବହ ଅଗ୍ନିକାଣ୍ଡ । ବସଷ୍ଟାଣ୍ଡରେ ଥିବା ୩ଟି ବସ୍‌ ଜଳିପୋଡ଼ି ପାଉଁଶ । ନିଆଁ ଲାଗିବାର କାରଣ ଏବେ ସୁଦ୍ଧା ଜଣାପଡିନାହିଁ ।...