Ratna Bhandar to be opened

ପୁରୀ: ଆସନ୍ତାକାଲି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। କାଲିଠୁ ରତ୍ନଭଣ୍ଡାର ଖୋଲିବା ପ୍ରକ୍ରିୟା ଆରମ୍ଭ ହେବାନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ରତ୍ନଭଣ୍ଡାର ଖୋଲିବା ନେଇ ମୁଖ୍ଯମନ୍ତ୍ରୀ...