Review Security

ଭୁବନେଶ୍ୱର: ବିଧାନସଭାର ବଜେଟ୍ ଅଧିବେଶନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଅଧିବେଶନ ପୂର୍ବରୁ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି ପୋଲିସ ଡିଜି ସୁନୀଲ ବଂଶଲ...