sana mahakuda

ନନ୍ଦିଘୋଷ ବ୍ୟୁରୋ: ଚମ୍ପୁଆ ବିଧାୟକ ସନାତନ ମହାକୁଡଙ୍କୁ ହାଇକୋର୍ଟରୁ ମିଳିଛି ଆଶ୍ବସ୍ତି। ଚମ୍ପୁଆ ବିଧାନସଭା ନିର୍ବାଚନୀ ଅନିୟମିତତା ମାମଲାକୁ ଖାରଜ କରିଛନ୍ତି ହାଇକୋର୍ଟ। ସ୍ବାଧୀନ ପ୍ରାର୍ଥୀ ଗୁରବତ୍...