Soumya Ranjan Pradhan

1 min read

ନୟାଗଡ଼: ଅନାସ୍ଥା ଭୋଟରେ ହାରିଲେ ନୟାଗଡ଼ ଜିଲ୍ଲା ସଦରବ୍ଲକ ଲକ୍ଷ୍ମୀପ୍ରସାଦ ସରପଞ୍ଚ ସୌମ୍ୟରଞ୍ଜନ ପ୍ରଧାନ। ପଞ୍ଚାୟତର ସମସ୍ତ ୧୫ ଓ୍ବାର୍ଡ ସଭ୍ୟ ସୌମ୍ୟରଞ୍ଜନଙ୍କ ବିରୋଧରେ ମତଦାନ କରିଛନ୍ତି।...