Three BJD Candidate

ଭୁବନେଶ୍ୱର: ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେଲେ ବିଜେଡିର ୩ ରାଜ୍ୟସଭା ପ୍ରାର୍ଥୀ । ମାନସ ମଙ୍ଗରାଜ, ସସ୍ମିତ ପାତ୍ର, ସୁଲତା ଦେଓ ରାଜ୍ୟସଭାକୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି ।...