ରାଜଧାନୀରୁ ସର୍ବାଧିକ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ବୃଦ୍ଧି ପାଇବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୫୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୪୫ ଜଣ ଆକ୍ରାନ୍ତ ରାଜଧାନୀ ଭୁବନେଶ୍ୱରରୁ । ୪୫ ସଂକ୍ରମିତରୁ ୩୭ଟି ମାମଲା କ୍ୱାରେଣ୍ଟାଇନରୁ ଆସିଥିବା ବେଳେ ୮ଟି ସ୍ଥାନୀୟ ସଂକ୍ରମଣ ମାମଲା । ଏନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି । ଗତ ୨୪ ଘଣ୍ଟାରେ ରାଜଧାନୀରୁ ୩୧ ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି । … Continue reading ରାଜଧାନୀରୁ ସର୍ବାଧିକ କରୋନା ସଂକ୍ରମିତ ଚିହ୍ନଟ