ଆସନ୍ତା ଏକ ସପ୍ତାହ ମଧ୍ୟରେ କୋଭିଡ୍ ହସ୍ପିଟାଲରେ ଶଯ୍ୟା ସଂଖ୍ୟା ବଢ଼ିବ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଂ ମାଧ୍ୟମରେ ରାଜ୍ୟରେ କୋଭିଡ୍ ନିୟନ୍ତ୍ରଣ ଓ ଅର୍ଥନୈତିକ ପୁନରୁଦ୍ଧାର ବିଷୟରେ ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ଓଡ଼ିଶା ବାହାରୁ ଅଧିକ ସଂଖ୍ୟାରେ ପ୍ରବାସୀ ରାଜ୍ୟକୁ ଫେରୁଥିବାରୁ ବିଭିନ୍ନ ଅଞ୍ଚଳରେ ନିର୍ମିତ ଅସ୍ଥାୟୀ ସ୍ୱାସ୍ଥ୍ୟ ଶିବିରର ଉପଯୁକ୍ତ ପରିଚାଳନା ଓ ଲୋକଙ୍କୁ ରୋଜଗାର ଯୋଗାଇ ଦେବ ସହ ଅର୍ଥନୀତିକୁ ଗତି ପ୍ରଦାନ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି । କୋଭିଡ୍ … Continue reading ଆସନ୍ତା ଏକ ସପ୍ତାହ ମଧ୍ୟରେ କୋଭିଡ୍ ହସ୍ପିଟାଲରେ ଶଯ୍ୟା ସଂଖ୍ୟା ବଢ଼ିବ