ଦେଶରେ ୪୨ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା… ବିଶ୍ୱରେ ୩୫ ଲକ୍ଷ ୮୮ ହଜାର ଟପିଲା ପଜିଟିଭ୍‌ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ବଢୁଛି କରୋନା ସଂକ୍ରମଣ। ଗୋଟିଏ ଦିନରେ ୨୯ ଶହରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୪୬ ହଜାର ଟପିଛି । ସେହିପରି ଭାଇରସ ୧୫ ଶହରୁ ଅଧିକ ଜୀବନ ନେଇଛି । ଗତ ୪ ଦିନରେ ଦେଶରେ ୧୦ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି କରୋନା ସଂକ୍ରମଣରେ ୯୯ ଜଣ ପ୍ରାଣ ହରାଇଛନ୍ତି। ମହାରାଷ୍ଟ୍ର ପରେ ତାମିଲନାଡୁରେ ବଢୁଛି କରୋନା ସ୍ପିଡ୍‌। ମହାରାଷ୍ଟ୍ରରେ ଗତକାଲି … Continue reading ଦେଶରେ ୪୨ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା… ବିଶ୍ୱରେ ୩୫ ଲକ୍ଷ ୮୮ ହଜାର ଟପିଲା ପଜିଟିଭ୍‌ ସଂଖ୍ୟା