spot_img

Latest Posts

ଭୁବନେଶ୍ୱର : ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ବଲିଉଡ୍ ଅଭିନେତା ତଥା MNM ଅଧ୍ୟକ୍ଷ କମଲ୍ ହାସନ । ଉଭୟଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା । କହିଲେ, ନବୀନଙ୍କ ରାଜନୀତିକ ଜୀବନ ଅନ୍ୟମାନଙ୍କ ପାଇଁ ପ୍ରେରଣା ।

')}

Latest Posts

Don't Miss