spot_img

Latest Posts

ଭୁବନେଶ୍ୱର: ବାତ୍ୟା ‘ବୁଲବୁଲ୍’ ପାଇଁ ୯ ତାରିଖରେ ୯ଟି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା । ବାଲେଶ୍ୱର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଜଗସତିଂହପୁର, ପୁରୀ, ଖୋର୍ଦ୍ଧା, ମୟୂରଭଞ୍ଜ, ଯାଜପୁର ଜିଲ୍ଲାରେ ସ୍କୁଲ ଛୁଟି । ଉଚ୍ଚସ୍ତରୀୟ ବୈଠକ ପରେ ଏସଆରସି ପ୍ରଦୀପ ଜେନାଙ୍କ ସୂଚନା ।

')}

Latest Posts

Don't Miss