ଭୁବନେଶ୍ୱର : ରାଜ୍ୟରେ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ପାଇଁ ୭୦୦ଟି ଆଶ୍ରମ ସ୍କୁଲ, ୫୦୧ ସେବାଶ୍ରମ, ୨୭ଟି ଏକଲବ୍ୟ ମଡେଲ ସ୍କୁଲ, ୧୦ଟି କଳିଙ୍ଗ ଆବାସିକ ସ୍କୁଲ ଥିବା ବିଧାନସଭାରେ ଉତ୍ତର ରଖିଛନ୍ତି SC ST ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା। ୪୨୨ ଉଚ୍ଚ ବିଦ୍ୟାଳୟରୁ ୬୨କୁ ଉଚ୍ଚ ମାଧ୍ୟମିକ ସ୍କୁଲରେ ପରିଣତ କରାଯାଇଛି।