ଭୁବନେଶ୍ୱର : ରାଜ୍ୟରେ ନୂଆ ମୋଟର ଯାନ ନିୟମ ଲାଗୁ ହେବା ପରେ କମିଛି ଦୁର୍ଘଟଣା । ଏବର୍ଷ ୪.୫ ପ୍ରତିଶତ ଦୁର୍ଘଟଣା କମିଛି ।ଲୋକସେବା ଭବନରେ ସଡ଼କ ସୁରକ୍ଷା ପରିଷଦର ଦ୍ଵିତୀୟ ବୈଠକ।୨୦୧୯ରେ ଭାରତରେ ୧.୫୨ ଲକ୍ଷ ଲୋକଙ୍କ ମୃତ୍ୟୁ ହୋଇଛି ଏବର୍ଷ ଆରମ୍ଭରୁ ସେପ୍ଟେମ୍ବର ପର୍ଯ୍ୟନ୍ତ ରାଜ୍ୟରେ ୪,୧୧୫ ଜଣଙ୍କର ମୃତ୍ୟୁ ହୋଇଛି।